ଦିତୀୟ ବଂଶାବଳୀ 26 : 5 (ORV)
ଆଉ, ପରମେଶ୍ଵରୀୟ ଦର୍ଶନ ସମ୍ଵନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ କାଳ ସଦାପ୍ରଭୁଙ୍କର ଅନ୍ଵେଷଣ କଲେ, ସେତେ କାଳ ପରମେଶ୍ଵର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23