ଦିତୀୟ ବଂଶାବଳୀ 3 : 17 (ORV)
ଆଉ ସେ ମନ୍ଦିର ସମ୍ମୁଖରେ ସେହି ଦୁଇ ସ୍ତମ୍ଭକୁ ଦକ୍ଷିଣ ପାର୍ଶ୍ଵରେ ଏକ ଓ ବାମ ପାର୍ଶ୍ଵରେ ଏକ କରି ସ୍ଥାପନ କଲେ; ଆଉ ଦକ୍ଷିଣ ପାର୍ଶ୍ଵସ୍ଥ ସ୍ତମ୍ଭର ନାମ ଯାଖୀନ୍ ଓ ବାମ ପାର୍ଶ୍ଵସ୍ଥ ସ୍ତମ୍ଭର ନାମ ବୋୟସ୍ ରଖିଲେ ।

1 2 3 4 5 6 7 8 9 10 11 12 13 14 15 16 17