ଦିତୀୟ ବଂଶାବଳୀ 32 : 33 (ORV)
ଅନନ୍ତର ହିଜକୀୟ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ, ତହିଁରେ ଲୋକମାନେ ଦାଉଦ-ସନ୍ତାନଗଣର କବର ସ୍ଥାନର ଊର୍ଦ୍ଧ୍ଵଗାମୀ ପଥପାର୍ଶ୍ଵରେ ତାଙ୍କୁ କବର ଦେଲେ; ପୁଣି, ତାଙ୍କର ମରଣ ସମୟରେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀମାନେ ତାଙ୍କର ସମ୍ମାନ କଲେ । ତହୁଁ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33