ଦିତୀୟ ବଂଶାବଳୀ 36 : 10 (ORV)
ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା⇧ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23