ଦିତୀୟ ବଂଶାବଳୀ 4 : 13 (ORV)
ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ଵ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ଵ କଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22