ଦିତୀୟ ବଂଶାବଳୀ 4 : 22 (ORV)
ଆଉ କତୁରୀ ଓ କୁଣ୍ତ ଓ ଚମସ ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ଵାର ଓ ଗୃହର, ଅର୍ଥାତ୍, ମନ୍ଦିରର ଦ୍ଵାରସବୁ ସୁବର୍ଣ୍ଣର ଥିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22