ଦିତୀୟ ବଂଶାବଳୀ 4 : 6 (ORV)
ଆହୁରି ସେ ଦଶ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲେ ଓ ପ୍ରକ୍ଷାଳନାର୍ଥେ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ରଖିଲେ; ସେମାନେ ହୋମବଳି ସମ୍ଵନ୍ଧୀୟ ସାମଗ୍ରୀ ସେସବୁରେ ପ୍ରକ୍ଷାଳନ କଲେ; ମାତ୍ର ସମୁଦ୍ରରୂପ ପାତ୍ର ଯାଜକମାନଙ୍କର ସ୍ନାନାର୍ଥେ ଥିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22