ଦିତୀୟ ବଂଶାବଳୀ 5 : 12 (ORV)
ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍, ଆସଫ, ହେମନ୍, ଯିଦୂଥୂନ୍ ଓ ସେମାନଙ୍କ ପୁତ୍ର ଓ ଭାତ୍ରୁଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,

1 2 3 4 5 6 7 8 9 10 11 12 13 14