ଦିତୀୟ ବଂଶାବଳୀ 5 : 1 (ORV)
ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା । ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍, ରୂପା ଓ ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ଵରଙ୍କ ଗୃହର ଭଣ୍ତାରରେ ରଖିଲେ ।

1 2 3 4 5 6 7 8 9 10 11 12 13 14