ଦିତୀୟ ବଂଶାବଳୀ 6 : 21 (ORV)
ପୁଣି ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରୁ ତାହା ଶୁଣ ଓ ଶୁଣି କ୍ଷମା କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42