ଦିତୀୟ ବଂଶାବଳୀ 6 : 26 (ORV)
ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ଵୀକାର କରି ଆପଣା ଆପଣା ପାପରୁ ଫେରନ୍ତି;

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42