ଦିତୀୟ ବଂଶାବଳୀ 6 : 41 (ORV)
ଏଣୁ ଏବେ, ହେ ସଦାପ୍ରଭୋ, ପରମେଶ୍ଵର, ଉଠ, ତୁମ୍ଭେ ଓ ତୁମ୍ଭର ଶକ୍ତିରୂପ ସିନ୍ଦୁକ ଆପଣା ବିଶ୍ରାମସ୍ଥାନକୁ ଗମନ କର; ହେ ସଦାପ୍ରଭୋ, ପରମେଶ୍ଵର, ତୁମ୍ଭର ଯାଜକମାନେ ପରିତ୍ରାଣରୂପ ବସ୍ତ୍ର ପରିଧାନ କରନ୍ତୁ ଓ ତୁମ୍ଭର ସାଧୁମାନେ ମଙ୍ଗଳରେ ଆନନ୍ଦ କରନ୍ତୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42