ଦିତୀୟ ବଂଶାବଳୀ 8 : 18 (ORV)
ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀର୍କୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳ; ସୁନା ଆଣିଲେ ।

1 2 3 4 5 6 7 8 9 10 11 12 13 14 15 16 17 18