କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1 : 11 (ORV)
ତୁମ୍ଭେମାନେ ତ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହଦାନ ଦତ୍ତ ହୋଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁଳ ଧନ୍ୟବାଦ ଦିଆଯାଏ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24