କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10 : 2 (ORV)
ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହିପ୍ରକାର ସାହସ ଦେଖାଇବାକୁ ନ ହୁଏ;

1 2 3 4 5 6 7 8 9 10 11 12 13 14 15 16 17 18