କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11 : 12 (ORV)
କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ଵେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33