କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 1 (ORV)
ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁଣ? କିମ୍ଵା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ?

1 2 3 4 5 6 7 8 9 10 11 12 13 14 15 16 17 18