କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 14 (ORV)
ଅବିଶ୍ଵାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?

1 2 3 4 5 6 7 8 9 10 11 12 13 14 15 16 17 18