କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8 : 11 (ORV)
ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହିପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24