ଦିତୀୟ ରାଜାବଳୀ 1 : 3 (ORV)
ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, ଉଠ, ଶମରୀୟ ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ଇସ୍ରାଏଲ ମଧ୍ୟରେ ପରମେଶ୍ଵର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ?

1 2 3 4 5 6 7 8 9 10 11 12 13 14 15 16 17 18