ଦିତୀୟ ରାଜାବଳୀ 1 : 6 (ORV)
ଏଥିରେ ସେମାନେ ତାଙ୍କୁ କହିଲେ, ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରି ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ଵର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ ।

1 2 3 4 5 6 7 8 9 10 11 12 13 14 15 16 17 18