ଦିତୀୟ ରାଜାବଳୀ 2 : 15 (ORV)
ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣର ଯେଉଁ ପୁତ୍ରମାନେ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା । ତହୁଁ ସେମାନେ ତାଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25