ଦିତୀୟ ରାଜାବଳୀ 23 : 2 (ORV)
ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37