ଦିତୀୟ ରାଜାବଳୀ 3 : 11 (ORV)
ମାତ୍ର ଯିହୋଶାଫଟ କହିଲେ, ଆମ୍ଭେମାନେ ଯାହାଙ୍କ ଦ୍ଵାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍ବକ୍ତା କʼଣ ଏଠାରେ ନାହାନ୍ତି? ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, ଶାଫଟର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27