ଦିତୀୟ ରାଜାବଳୀ 3 : 13 (ORV)
ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, ତୁମ୍ଭ ସଙ୍ଗେ ମୋର କି ବିଷୟ? ତୁମ୍ଭ ପିତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍-ବକ୍ତାମାନଙ୍କ ନିକଟକୁ ଯାଅ⇧ । ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, ନାହିଁ; କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27