ଦିତୀୟ ରାଜାବଳୀ 6 : 20 (ORV)
ଏଥିରେ ସେମାନେ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ଇଲୀଶାୟ କହିଲେ, ହେ ସଦାପ୍ରଭୋ, ଏ ଲୋକମାନେ ଯେପରି ଦେଖି ପାରିବେ, ଏଥିପାଇଁ ସେମାନଙ୍କ ଚକ୍ଷୁ ମୁକ୍ତ କର । ତହୁଁ ସଦାପ୍ରଭୁ ସେମାନଙ୍କ ଚକ୍ଷୁ ମୁକ୍ତ କରନ୍ତେ, ସେମାନେ ଦେଖିଲେ, ଆଉ ଦେଖ, ସେମାନେ ଶମରୀୟାର ମଧ୍ୟରେ ଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33