ପିତରଙ୍କ ଦିତୀୟ ପତ୍ର 1 : 19 (ORV)
ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ଵଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀ ତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21