ପିତରଙ୍କ ଦିତୀୟ ପତ୍ର 1 : 4 (ORV)
ତଦ୍ଦ୍ଵାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ୍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ଵାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ଵରିକ ସ୍ଵଭାବର, ସହଭାଗୀ ହୁଅ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21