ଦିତୀୟ ଶାମୁୟେଲ 10 : 16 (ORV)
ପୁଣି ହଦଦେଷର ଲୋକ ପଠାଇ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19