ଦିତୀୟ ଶାମୁୟେଲ 10 : 2 (ORV)
ତହିଁରେ ଦାଉଦ କହିଲେ, ହାନୂନର ପିତା ନାହଶ ଯେପରି ମୋʼ ପ୍ରତି ଦୟା ପ୍ରକାଶ କରିଥିଲା, ସେପରି ମୁଁ ହାନୂନ୍ ପ୍ରତି ଦୟା ପ୍ରକାଶ କରିବି । ତେଣୁ ତାହାକୁ ପିତୃଶୋକରୁ ସାନ୍ତ୍ଵନା କରିବା ନିମନ୍ତେ ଦାଉଦ ଆପଣା ଦାସମାନଙ୍କୁ ପଠାଇଲେ । ତହୁଁ ଦାଉଦଙ୍କର ଦାସମାନେ ଅମ୍ମୋନ-ସନ୍ତାନଗଣର ଦେଶରେ ଉପସ୍ଥିତ ହେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19