ଦିତୀୟ ଶାମୁୟେଲ 14 : 33 (ORV)
ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମକୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମକୁ ଚୁମ୍ଵନ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33