ଦିତୀୟ ଶାମୁୟେଲ 14 : 17 (ORV)
ଆପଣଙ୍କ ଦାସୀ ଆହୁରି କହିଲା, ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ଵରଙ୍କ ଦୂତ ତୁଲ୍ୟ; ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଆପଣଙ୍କ ସଙ୍ଗେ ଥାଉନ୍ତୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33