ଦିତୀୟ ଶାମୁୟେଲ 15 : 14 (ORV)
ତହିଁରେ ଦାଉଦ ଆପଣା ସଙ୍ଗେ ଯିରୂଶାଲମରେ ଥିବା ସମସ୍ତ ଦାସଙ୍କୁ କହିଲେ, ଉଠ, ଆମ୍ଭେମାନେ ପଳାଉ; ନୋହିଲେ ଆମ୍ଭେମାନେ କେହି ଅବଶାଲୋମଠାରୁ ରକ୍ଷା ପାଇବୁ ନାହିଁ; ଏଣୁ ଚଞ୍ଚଳ ଚାଲ, କେଜାଣି ସେ ଶୀଘ୍ର ଆମ୍ଭମାନଙ୍କୁ ଧରି ଆମ୍ଭମାନଙ୍କୁ ବିପଦଗ୍ରସ୍ତ କରିବ ଓ ଖଡ଼୍‍ଗଧାରରେ ନଗର ଆଘାତ କରିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37