ଦିତୀୟ ଶାମୁୟେଲ 15 : 2 (ORV)
ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ଵାରର ପଥ ପାର୍ଶ୍ଵରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, ତୁମ୍ଭେ କେଉଁ ନଗରର ଲୋକ? ତହିଁରେ ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ,

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37