ଦିତୀୟ ଶାମୁୟେଲ 15 : 36 (ORV)
ଦେଖ, ସେସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେସବୁ କଥା ସେମାନଙ୍କ ହାତରେ ମୋʼ କତିକି କହି ପଠାଇବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37