ଦିତୀୟ ଶାମୁୟେଲ 16 : 11 (ORV)
ଆହୁରି ଦାଉଦ ଅବିଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାକୁ ଛାଡ଼, ସେ ଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23