ଦିତୀୟ ଶାମୁୟେଲ 17 : 19 (ORV)
ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29