ଦିତୀୟ ଶାମୁୟେଲ 19 : 6 (ORV)
କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରୁଅଛନ୍ତି, ଆପଣ ସେମାନଙ୍କୁ ପ୍ରେମ କରୁଅଛନ୍ତି ଓ ଯେଉଁମାନେ ଆପଣଙ୍କୁ ପ୍ରେମ କରୁଅଛନ୍ତି, ଆପଣ ସେମାନଙ୍କୁ ଘୃଣା କରୁଅଛନ୍ତି । ଯେହେତୁ ଆପଣ ଆଜି ଜଣାଇଅଛନ୍ତି ଯେ, ଅଧିପତିମାନେ ଓ ଦାସମାନେ ଆପଣଙ୍କ ପ୍ରତି କିଛି ନୁହନ୍ତି; କାରଣ ମୁଁ ଆଜି ଦେଖୁଅଛି ଯେ, ଯେବେ ଅବଶାଲୋମ ବଞ୍ଚିଥାʼନ୍ତା ଓ ଆମ୍ଭେ ସମସ୍ତେ ଆଜି ମରିଥାʼନ୍ତୁ, ତେବେ ଆପଣଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43