ଦିତୀୟ ଶାମୁୟେଲ 24 : 17 (ORV)
ପୁଣି ଦାଉଦ ସେହି ବିନାଶକ ଦୂତକୁ ଦେଖି ସଦାପ୍ରଭୁଙ୍କୁ କହିଲେ, ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ପ୍ରତିକୂଳରେ ଓ ମୋʼ ପିତୃଗୃହର ପ୍ରତିକୂଳରେ ହେଉ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25