ଦିତୀୟ ଶାମୁୟେଲ 24 : 21 (ORV)
ପୁଣି ଅରୌଣା ପଚାରିଲା, ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ? ତହିଁରେ ଦାଉଦ କହିଲେ, ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, କାରଣ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25