ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 34 (ORV)
ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏବିଷୟରେ ସେ ଏହିପ୍ରକାର କହିଅଛନ୍ତି, ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52