ରେରିତମାନଙ୍କ କାର୍ଯ୍ୟର ବିବରଣ 3 : 13 (ORV)
ଅବ୍ରହାମ, ଯିସ୍‍ହାକ ଓ ଯାକୁବଙ୍କ ଈଶ୍ଵର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ଵିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ଵୀକାର କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26