ଆମୋଷ 3 : 1 (ORV)
ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍, ଯେଉଁ ସମୁଦାୟ ଗୋଷ୍ଠୀକି ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,

1 2 3 4 5 6 7 8 9 10 11 12 13 14 15