ଆମୋଷ 6 : 2 (ORV)
ତୁମ୍ଭେମାନେ କଲନୀକି ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ଯାଅ; ସେସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?

1 2 3 4 5 6 7 8 9 10 11 12 13 14