ଆମୋଷ 7 : 17 (ORV)
ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ର କନ୍ୟାଗଣ ଖଡ଼୍‍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ରଜ୍ଜୁ ଦ୍ଵାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ ।

1 2 3 4 5 6 7 8 9 10 11 12 13 14 15 16 17