ଆମୋଷ 8 : 5 (ORV)
ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ-ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?

1 2 3 4 5 6 7 8 9 10 11 12 13 14