ଆମୋଷ 9 : 1 (ORV)
ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, ଦ୍ଵାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ତାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ତ ଖଣ୍ତ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ଼୍‍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ ।

1 2 3 4 5 6 7 8 9 10 11 12 13 14 15