ଦାନିଏଲ 10 : 1 (ORV)
ପାରସ୍ୟର ରାଜା କୋରସର ଅଧିକାରର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21