ଦାନିଏଲ 3 : 1 (ORV)
ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30