ଦାନିଏଲ 4 : 23 (ORV)
ପୁଣି, ଆପଣ ଯେ ଦେଖିଲେ, ସ୍ଵର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ତିକି ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହି ଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37